LIBRISTO
LIBROAMANTO
mandatory
Become part of a community of book lovers from all over the world and get access to a whole bunch of benefits. Create an account for free
0
Austrian Post 5.99 € GLS courier 5.49 € DPD courier 4.99 € DPD point 3.99 €

Jaha Kali Jaha Paili

Language OdiaOdia
Book Paperback
Book Jaha Kali Jaha Paili Gagan Behari Panigrahi
Libristo code: 38819269
Publishers BLACK EAGLE BOOKS, March 2022
କଥାରେ ଅଛି "ମଣିଷ ପରିସ୍ଥିତିର ଦାସ ।" ପରିସ୍ଥିତିକୁ ମୁକାବିଲା କରିବା ମଣିଷର କାମ । ପରିସ୍ଥିତି କେତେବେଳେ ନିଜ ଆୟତ୍... Full description
? points 44 b
17.79 € VAT included
In stock at our supplier Shipping in 9-13 days
Austria Delivery to Austria

Up to 30 days for returns


Customers also purchased


365 Positive Words for a Teenage Girl Mini Edition Rebecca Dorothy Valastro / Book Paperback
common.buy 14.19 €
Krebs Vorhersagen und Rituale 2026 Alina Rubi / Book Paperback
common.buy 31.79 €
P. Terenti Comoediae... / Book Hardback
common.buy 39.69 €
Integration Andre Gramain / E-book Adobe ePub DRM
common.buy 28.80 €
Chokepoint Jonathan Maberry / Audiobook MP3
common.buy 3.39 €
Conte codé La petite galette ronde Dorner / Book Hardback
common.buy 11.39 €
Die Plesiosaurier der süddeutschen Liasformation Wilhelm Barnim Dames / Book Paperback
common.buy 18.00 €
Squatch Candace Blevins / Book Paperback
common.buy 23.19 €
Top
Resisting AI McQuillan / Book Paperback
common.buy 24.09 €
rasierte Fisch Gert Podszun / Book Paperback
common.buy 19.95 €
Mazameen-E- Mohsin Dr Muhammad _ Muhsin MM / Book Paperback
common.buy 35.99 €
Guide to Planting and Equipping an Apple Orchard Robert Atkinson / Book Paperback
common.buy 12.29 €
Lettera Sul Monte Volture (1778) Domenico Tata / Book Paperback
common.buy 27.79 €
Civic Constitution Elizabeth Beaumont / Book Hardback
common.buy 114.69 €

କଥାରେ ଅଛି "ମଣିଷ ପରିସ୍ଥିତିର ଦାସ ।" ପରିସ୍ଥିତିକୁ ମୁକାବିଲା କରିବା ମଣିଷର କାମ । ପରିସ୍ଥିତି କେତେବେଳେ ନିଜ ଆୟତ୍ତରେ ରହେ ତ କେତେବେଳେ ଅଣଆୟତ୍ତ । କର୍ମ କରି ସୁଦ୍ଧା ପରିସ୍ଥିତି ବେଳେବେଳେ ଅଣଆୟତ୍ତକୁ ଚାଲିଯାଏ, ଯାହା କି ଆମେ ଭାଗ୍ୟ ବୋଲି କହିଥାଉ । ତେଣୁ ମୁଁ ଭାବେ ଜୀବନ ହେଉଛି କର୍ମ ଓ ଭାଗ୍ୟ ଭିତରେ ଚାଲିଥିବା ଏକ ଖେଳ । ଭାଗ୍ୟ ଯେ ସବୁବେଳେ ବିପରୀତ ହୁଏ ତା' ନୁହଁ ବେଳେ ବେଳେ ଜଟିଳ ପରିସ୍ଥିତିରେ ଭାଗ୍ୟ ଅନୁକୂଳ ଅବସ୍ଥା ସୃଷ୍ଟି କରି ନିରାପଦ ଜାଗାକୁ ବାଟ କଢ଼େଇ ନିଏ । ସେମିତି ଅନେକ କିଛି ଘଟଣା ବି ମୋ ଜୀବନରେ ଘଟିଛି, କେତେବେଳେ ତାହା ଆୟତ୍ତରେ ରହିଛି, କେତେବେଳେ ପୁଣି ଅଣଆୟତ୍ତ । କର୍ମ ଓ ଭାଗ୍ୟର ସମିଶ୍ରଣରେ 'ସାପ ଓ ସିଡ଼ି' ଖେଳ ଭଳି ଜୀବନ ଉତ୍ଥାନ ପତନ ଦେଇ ଗତି କରିଛି, ତେଣୁ ମୋ ଜୀବନ ଏକ ଊର୍ଦ୍ଧ୍ୱଗାମୀ ସରଳ ରେଖା ବୋଲି କହି ହେବନି, ବରଂ ଉତ୍ଥାନ ପତନ ସମ୍ବଳିତ ଏକ ବକ୍ରରେଖା । ଏହି ଉତ୍ଥାନ ପତନ ସହିତ ମୋର କେତେଜଣ ଶୁଭାକାଙ୍‌କ୍ଷୀ ଓ ଅନ୍ତରଙ୍ଗ ବନ୍ଧୁ ପରିଚିତ ଥିଲେ ହେଁ ଏହାକୁ ଲୋକଲୋଚନକୁ ଆଣିବାକୁ ଯାଇ ଏ ଲେଖାର ପ୍ରୟାସ ମାତ୍ର । ପ୍ରଥମରୁ ମୁଁ କହି ରଖେ ଏହା ଏକ ଆତ୍ମଜୀବନୀ ନୁହଁ । ଆତ୍ମଜୀବନୀ ଲେଖିବାର ଧୃଷ୍ଟତା ମୋର କରିବାର ନାହିଁ । ଜୀବନରେ ପାରିବାରିକ, ସାମାଜିକ ଓ ଅର୍ଥନୈତିକ ଝଡ଼ଝଞ୍ଜାକୁ ମୁଁ କିପରି ସାମନା କରିଛି ଓ ମୋର ପରିବାର ଲୋକେ କେମିତି ମୋ ସହିତ ସହଯୋଗ କରିଛନ୍ତି ସେଗୁଡ଼ିକ ଗଳ୍ପ ମାଧ୍ୟମରେ ଏଥିରେ ଲେଖି ଦେଇଛି ।  ଏ ପୁସ୍ତକରେ ଯାହା ସବୁ ଗଳ୍ପ ମାଧ୍ୟମରେ ଲେଖା ଯାଇଛି ଆଶା କରୁଛି ତାହା ମୋ ଜୀବନର ମୂଲ୍ୟବୋଧ ଯଥା ଜାତିପ୍ରଥା, ବିଭିନ୍ନ ଧର୍ମ ଉପରେ ମୋର ମତ, ସମାଜର ସବୁ ଶ୍ରେଣୀର ଲୋକଙ୍କ ସହିତ ମିଶ୍ରଣ, ନିଶାଦ୍ରବ୍ୟ ନିଷେଧ ଓ ନିଶା ନିବାରଣ, ସମାଜ ସେବା, ଯୌତୁକପ୍ରଥାର ବିରୋଧ, ବିବାହ ସମୟରେ ଅଯଥା ଅପବ୍ୟୟ ନକରିବା, କଳା, ସାହିତ୍ୟ ଓ ସଂସ୍କୃତି ଉପରେ ଆଗ୍ରହ ରଖିବା, ଏ ସବୁ ଉପରେ ଆଲୋକପାତ କରିବାକୁ ସକ୍ଷମ ହେବ । ଆଶାକରେ ଏହା ସହୃଦୟ ପାଠକ ଓ ପାଠିକାମାନଙ୍କର ପଠନଯୋଗ୍ୟ ହେବ ।


-       ଡକ୍ଟର ଗଗନ ବିହାରୀ ପାଣିଗ୍ରାହୀ



Actress & Polyglot
EWA KASP for
Play video
Ewa Kasp
Libristo has the largest selection of foreign-language books. That’s why I buy my books there.

About the book

Full name Jaha Kali Jaha Paili
Language Odia
Binding Book - Paperback
Date of issue 2022
Number of pages 402
EAN 9781645602514
ISBN 1645602516
Libristo code 38819269
Publishers BLACK EAGLE BOOKS
Weight 508
Dimensions 140 x 216 x 23
Give this book today
It's easy
1 Add to cart and choose Deliver as present at the checkout 2 We'll send you a voucher 3 The book will arrive at the recipient's address

Login

Log in to your account. Don't have a Libristo account? Create one now!

 
mandatory
mandatory

Don’t have an account? Discover the benefits of having a Libristo account!

With a Libristo account, you'll have everything under control.

Create a Libristo account
Book advisor Libroamiko
Hi, I'm Libroamiko, can I help?